29.4 C
Bhubaneswar
Monday, June 8, 2026
Homeଅପରାଧକୁଖ୍ୟାତ ଅପରାଧୀ ଚନ୍ଦନକୁ ଏନକାଉଣ୍ଟର

କୁଖ୍ୟାତ ଅପରାଧୀ ଚନ୍ଦନକୁ ଏନକାଉଣ୍ଟର

ପୁରୀ : ସମ୍ବଲପୁର ଓ ବ୍ରହ୍ମପୁର ପରେ ଆକ୍ସନ ମୋଡରେ ପୁରୀ ପୁଲିସ। ପୁରୀର ଜଣେ କୁଖ୍ୟାତ ଅପରାଧୀକୁ ଏନକାଉଣ୍ଟର ହୋଇଛି।ବାସେଳିସାହି ଥାନା ଓଁକାରେଶ୍ବର ନିକଟରେ ପୁରୀ ପୋଲିସ ଏନକାଉଣ୍ଟର କରିଛି। ପୁଲିସ ଗୁଳିରେ କୁଖ୍ୟାତ ଅପରାଧୀ ବିଷ୍ଣୁ ଜେନା ଓରଫ ଚନ୍ଦନ ଘାଇଲା ହୋଇଛି। ଚନ୍ଦନର ଡାହାଣ ଗୋଡରେ ଗୁଳି ବାଜିଛି। ସେ ଏକାଧିକ ହାଇୱେ ଲୁଟରେ ସାମିଲ ଥିଲା। ଚନ୍ଦନକୁ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking