29.1 C
Bhubaneswar
Tuesday, February 10, 2026
Homeଓଡିଶାମନ୍ଦିର ସମ୍ମୁଖରୁ ଜବରଦଖଲ ଉଚ୍ଛେଦ

ମନ୍ଦିର ସମ୍ମୁଖରୁ ଜବରଦଖଲ ଉଚ୍ଛେଦ

ରାଉରକେଲା: ରାଉରକେଲା ମହାନଗର ପକ୍ଷରୁ ପାନପୋଷ ତାରିଣୀ ମନ୍ଦିର ସମ୍ମୁଖରୁ ଜବରଦଖଲ ଉଚ୍ଛେଦ କରାଯାଉଛି ଥଇଥାନ ନକରି ଉଛେଦକୁ ନେଇ ଦୋକାନୀ ଓ ଆରଏମସି କର୍ମଚାରୀଙ୍କ ମଧ୍ୟରେ ମୁହାଁମୁହିଁ ସ୍ଥିତି ଉପୁଜିଛି। ଉତ୍ତେଜନାକୁ ଦୃଷ୍ଟିରେ ରଖି ଘଟଣାସ୍ଥଳରେ ପୁଲିସ ମୁତୟନ କରାଯାଇଛି ବୋଲି ଆରଏମସି ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking