28.1 C
Bhubaneswar
Saturday, September 12, 2026
Homeଓଡିଶାବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଭଙ୍ଗା ଘଟଣାରେ ୩ ଜଣଙ୍କୁ ଉଠାଇଲା ଏରସମା ପୁଲିସ

ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଭଙ୍ଗା ଘଟଣାରେ ୩ ଜଣଙ୍କୁ ଉଠାଇଲା ଏରସମା ପୁଲିସ

ଏରସମା: ସିଆଳି ବେଳାଭୂମିରେ ଥିବା ପ୍ରବାଦପୁରୁଷ ବିଜୁପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଭଙ୍ଗା ଘଟଣାରେ ଏରସମା ପୁଲିସ ୩ ଜଣଙ୍କୁ ଉଠାଇ ନେଇ ପଚରାଉଚରା ଜାରି ରଖିଛି। ଗତ ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ପ୍ରତିମୂର୍ତ୍ତିଭଙ୍ଗାରୁଜା କରିଥିବା ଅଭିଯୋଗ ପରେ ପୁଲିସ ତଦନ୍ତ ଆରମ୍ଭ କରିଥିଲା।ଘଟଣା ସହ ୩ ଜଣଙ୍କ ସମ୍ପୃକ୍ତି ଥିବା ସନ୍ଦେହରେ ସେମାନଙ୍କୁ ଥାନାକୁ ଆଣି ପଚରାଉଚରା କରାଯାଉଛି। ତେବେ ଏମାନଙ୍କୁ ଗିରଫ କରାଯାଇଛି କି ନାହିଁ, ସେନେଇ ପୁଲିସ ପକ୍ଷରୁ ସ୍ପଷ୍ଟ ସୂଚନା ମିଳିନାହିଁ। ଘଟଣା ପଛରେ କିଏ ଓ କେଉଁ କାରଣରୁ ଏଭଳି କାଣ୍ଡ ଘଟାଇଛି, ତାହା ଜାଣିବା ପାଇଁ ପୁଲିସ ଖୋଳତାଡ଼ ଜାରି ରଖିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking