30.1 C
Bhubaneswar
Wednesday, February 11, 2026
Homeଓଡିଶାଏମିତି ବି ଆସେ ମୃତ୍ୟୁ...

ଏମିତି ବି ଆସେ ମୃତ୍ୟୁ…

ପୁରୀ : ଏମିତି ବି ଆସେ ମୃତ୍ୟୁ । ପୁରୀ ଜିଲ୍ଲାର ଟାଉନ ଥାନା ଅଞ୍ଚଳରେ ଘଟିଛି ଅଭାବନୀୟ ଘଟଣା। ଗାଁ ଦାଣ୍ଡରେ ବୁଲି ବୁଲି ମୁଢ଼ି ବିକୁଥିବା ବେଳେ ହଠାତ୍ ଗାଡ଼ି ଉପରେ ଟଳି ପଡ଼ିଲେ ଜଣେ ବ୍ୟବସାୟୀ। କିଏ କିଛି ଭାବିବା ପୂର୍ବରୁ ତାଙ୍କର ପ୍ରାଣବାୟୁ ଉଡି ଯାଇଥିଲା । ତେବେ ମୃତ ବ୍ୟକ୍ତି ଜଣଙ୍କ ହେଲେ ଢେଙ୍କାନାଳର ଶୁକଦେବ ବେହେରା(୪୬)। ସେ ପୁରୀର କମୁଟିପାଟଣା ଠାରେ ରହୁଥିଲେ। ଗତ ଗୁରୁବାର ଦିନ ସେ ବୁଲି ବୁଲି ମୁଢ଼ି ବିକ୍ରି କରୁଥିଲେ। ଗଚ୍ଛକାଳୀ ଛକ ନିକଟରେ ହଠାତ୍ ସେ ତାଙ୍କର ଗାଡ଼ି ଉପରେ ମୁହଁମାଡ଼ି ନିସ୍ତେଜ ହୋଇ ପଡ଼ିଯାଇଥିଲେ। ପୁଲିସ ଓ ସ୍ଥାନୀୟ ଲୋକେ ତାଙ୍କୁ ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ହୃତଘାତରେ ତାଙ୍କର ମୃତ୍ୟୁ ଘଟିଥିବା ଡାକ୍ତର କହିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking