26.1 C
Bhubaneswar
Friday, March 29, 2024
Homeକରୋନାକର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀ ଙ୍କୁ କରୋନା

କର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀ ଙ୍କୁ କରୋନା

ନୂଆଦିଲ୍ଲୀ: ସାରା ଦେଶରେ ମାଡି ମାଡି ଚାଲିଛି କରୋନା ମହାମାରୀ। କିଛିଦିନ ତଳେ ଗୃହମନ୍ତ୍ରୀ ଅମିତ ଶାହା କରୋନାରେ ସଂକ୍ରମିତ ହୋଇଥିବା ବେଳେ ଆଜି ଏହାର ଶିକାର ହୋଇଛନ୍ତି କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା । ଟ୍ୱିଟ୍ କରି ନିଜେ ସୂଚନା ଦେଇଛନ୍ତି ସିଦ୍ଧରମୈୟା । ଡାକ୍ତରଙ୍କ ପରାମର୍ଶ କ୍ରମେ ହସ୍ପିଟାଲରେ ଚାଲିଛି ଚିକିତ୍ସା । ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ସଙ୍ଗରୋଧରେ ରହିବାକୁ ସେ ପରାମର୍ଶ ଦେଇଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking