ପୂର୍ବତନ କଂଗ୍ରେସ ବିଧାୟକଙ୍କୁ ଗୁଳି କରି ହତ୍ୟା

ଅରୁଣାଚଳ ପ୍ରଦେଶ : ଅରୁଣାଚଳ ପ୍ରଦେଶର ଜଣେ ପୂର୍ବତନ କଂଗ୍ରେସ ବିଧାୟକଙ୍କୁ ତିରପ ଜିଲ୍ଲାର ରାହୋ ଗାଁରେ ଗୁଳି କରି ହତ୍ୟା କରାଯାଇଛି। ଜଣେ ସନ୍ଦିଗ୍ଧ ଆତଙ୍କବାଦୀ ତାଙ୍କୁ ହତ୍ୟା କରିଥିବା ପୁଲିସ କହିଛି। ମୃତ ପୂର୍ବତନ ବିଧାୟକଙ୍କ ନାଁ ୟସମେନ ମାଟେ। ସେ ତାଙ୍କର ତିନି ଜଣ ସମର୍ଥକ ସହିତ କୌଣସି ବ୍ୟକ୍ତିଗତ କାମରେ ରାହୋ ଗାଁକୁ ଯାଇଥିଲେ। ସେହି ସମୟରେ ଜଣେ ବ୍ୟକ୍ତି ତାଙ୍କୁ କୌଣସି ପ୍ରସଙ୍ଗରେ ଆଲୋଚନା କରିବା ପାଇଁ ଗାଁ ନିକଟସ୍ଥ … Continue reading ପୂର୍ବତନ କଂଗ୍ରେସ ବିଧାୟକଙ୍କୁ ଗୁଳି କରି ହତ୍ୟା