29.1 C
Bhubaneswar
Monday, April 29, 2024
Homeଓଡିଶାବିଜେପି ଛାଡ଼ିଲେ ପୂର୍ବତନ ବିଧାୟକ ପ୍ରକାଶ ବେହେରା

ବିଜେପି ଛାଡ଼ିଲେ ପୂର୍ବତନ ବିଧାୟକ ପ୍ରକାଶ ବେହେରା

କଟକ: ବିଜେପି ଛାଡ଼ିଲେ ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା ସେ ଦଳର କଟକ ଜିଲ୍ଲା ସଭାପତି ଥିଲେ। ପ୍ରକାଶ ବେହେରା ଦଳର ପ୍ରାଥମିକ ସଦସ୍ୟ ପଦରୁ ବି ଇସ୍ତଫା ଦେଇଛନ୍ତି। ସେ ନିଜର ଇସ୍ତଫାପତ୍ର ରାଜ୍ୟ ସଭାପତିଙ୍କ ପାଖକୁ ପଠାଇ ଦେଇଛନ୍ତି। ସେ ଆଜି ବିଜେଡିରେ ଯୋଗ ଦେଇପାରନ୍ତି ବୋଲି କୁହାଯାଉଛି।

ସୂଚନାଯୋଗ୍ୟ, ସେ ୨୦୧୯ରେ କଂଗ୍ରେସରୁ ଇସ୍ତଫା ଦେଇଥିଲେ। ଦଳ ତାଙ୍କ ପ୍ରତି ଅବହେଳା କରିଥିବା ଅଭିଯୋଗ କରି ସେ ତାଙ୍କ ଇସ୍ତଫାପତ୍ର ଏଆଇସିସି ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ପଠାଇଥିଲେ। ସେ ଭାଜପାର ନୂଆଦିଲ୍ଲୀସ୍ଥିତ ମୁଖ୍ୟ କାର୍ଯ୍ୟାଳୟରେ ପ୍ରଦେଶ ସଭାପତି ବସନ୍ତ ପଣ୍ଡା,କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଏବଂ ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା ପ୍ରମୁଖଙ୍କ ଉପସ୍ଥିତିରେ ଦଳରେ ସାମିଲ ହୋଇଥିଲେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking