31.1 C
Bhubaneswar
Wednesday, May 28, 2025
Homeଓଡିଶାପୂର୍ବତନ ବିଧାୟକ ସନାତନ ମହାକୁଡ଼ଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଚଢ଼ାଉ

ପୂର୍ବତନ ବିଧାୟକ ସନାତନ ମହାକୁଡ଼ଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଚଢ଼ାଉ

ଭୁବନେଶ୍ୱର: ଚମ୍ପୁଆର ପୂର୍ବତନ ବିଧାୟକ ସନାତନ ମହାକୁଡ଼ଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଚଢ଼ାଉ ହୋଇଛି। ଭୁବନେଶ୍ୱର, କେନ୍ଦୁଝର, ଯୋଡ଼ା ସମେତ ମୋଟ୍ ୧୦ଟି ସ୍ଥାନରେ ଏକକାଳୀନ ରେଡ୍‌ ହୋଇଥିବା ସୂଚନା ମିଳିଛି। ଭୁବନେଶ୍ଵରର ବାସ ଭବନରେ ମଧ୍ଯ ଚାଲିଛି ଚଢ଼ାଉ। ଟ୍ୟାକ୍ସ ଫାଙ୍କିବା ନେଇ ରେଡ ଚାଲିଥିବା ସୂଚନା ମିଳିଛି । ଆୟକର ବିଭାଗ ପକ୍ଷରୁ ୧୦ ସ୍ଥାନରେ ଏକ କାଳୀନ ଚଢ଼ାଉ କରାଯାଇଛି। ଆଇଟି ବିଭାଗ ପକ୍ଷରୁ ରେଡ୍ କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking