33.1 C
Bhubaneswar
Saturday, April 27, 2024
Homeଓଡିଶାପରଲୋକରେ ପୂର୍ବତନ ପୋଲିସ ଡିଜି ଏସ୍.ଏନ୍. ତିୱାରୀ

ପରଲୋକରେ ପୂର୍ବତନ ପୋଲିସ ଡିଜି ଏସ୍.ଏନ୍. ତିୱାରୀ

ଭୁବନେଶ୍ଵର: ପୂର୍ବତନ ପୋଲିସ ଡିଜି ଏସ୍.ଏନ୍. ତିୱାରୀଙ୍କ ଆଜି ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୧ବର୍ଷ ବୟସ ହୋଇଥିଲା । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ମୃତ୍ୟୁ ଘଟିିଥିବା ନେଇ ସୂଚନା ମିଳିଛି । ସେ କ୍ୟାନସର ପୀଡ଼ିତ ଥାଇ ଚିକିତ୍ସିତ ହେଉଥିଲେ ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking