ଭୁବନେଶ୍ୱର: କନଷ୍ଟେବଲ ନିଯୁକ୍ତି ପରୀକ୍ଷା ସମୟରେ ପରୀକ୍ଷାର୍ଥୀଙ୍କ ମୃତ୍ୟୁ ଘଟଣାରେ ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ଓଏଚଆରସିଙ୍କ ନିର୍ଦ୍ଦେଶ । ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ୨୦୧୭ରେ ୯ମ ବାଚାଲିଅନରେ ନିଯୁକ୍ତି ପରୀକ୍ଷା ବେଳେ ମୃତ୍ୟୁ ହୋଇଥିଲା ।










