ଆରମ୍ଭ ହେଲା କାର୍ଯ୍ୟାନୁଷ୍ଠାନ, ହଟାଗଲା ମାଥି ଓ ଭିନୀଲଙ୍କୁ

ଭୁବନେଶ୍ୱର : ଆଜି ଆଇଏଏସ ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ୧୯୯୩ ବ୍ୟାଚ୍ ଆଇଏଏସ୍ ନିକୁଞ୍ଜ ବିହାରୀ ଧଳଙ୍କୁ ଇଡକୋ ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି । ଶ୍ରୀ ଧଳ ଏବେ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ସଚିବ ଭାବେ କାର୍ଯ୍ୟ କରୁଛନ୍ତି । ଆଇଏଏସ୍ ହେମନ୍ତ ଶର୍ମା ଏବେ ଇଡକୋ ଅଧ୍ୟକ୍ଷ ଦାୟିତ୍ୱରେ ଅଛନ୍ତି । ସେହିପରି ୧୯୯୩ ବ୍ୟାଚ୍ … Continue reading ଆରମ୍ଭ ହେଲା କାର୍ଯ୍ୟାନୁଷ୍ଠାନ, ହଟାଗଲା ମାଥି ଓ ଭିନୀଲଙ୍କୁ