19.1 C
Bhubaneswar
Monday, February 2, 2026
Homeଓଡିଶାବୋମା ଭିଡିଲା ବେଳେ ବିସ୍ଫୋରଣ: ଡିସିପି

ବୋମା ଭିଡିଲା ବେଳେ ବିସ୍ଫୋରଣ: ଡିସିପି

ଭୁବନେଶ୍ୱର: ଭୁବନେଶ୍ୱର ଏୟାରଫିଲ୍ଡ ଥାନା ଆଜାଦ ନଗର ବିସ୍ଫୋରଣ ଘଟଣା । ଅପରାଧିକ କାର୍ଯ୍ୟ ପାଇଁ ବୋମା ଭିଡିଲା ବେଳେ ବିସ୍ଫୋରଣ ଘଟିଥାଇ ପାରେ । ଫିଲ୍ଡ ଭିଜିଟ୍ ପରେ ପ୍ରତିକ୍ରିୟା ରଖିଲେ ଭୁବନେଶ୍ୱର ଡିସିପି ଜଗମୋହନ ମୀନା । ଅପରାଧିକ ପୃଷ୍ଠଭୂମି ଦେଖିଲା ପରେ ଏପରି ଆଶଙ୍କା କରାଯାଉଛି କହିଲେ ଡିସିପି । ସେ ଆହୁରି କହିଛନ୍ତି ଯେ ମୁଖ୍ୟ ଅଭିଯୁକ୍ତ ସେହନବାଜ ମଲ୍ଲିକ ନାଁରେ ଏକାଧିକ ଅପରାଧିକ ମାମଲା ରହିଛି । ନୟାପଲ୍ଲୀ, ମୈତ୍ରିବିହାର ଥାନା ଅଞ୍ଚଳରେ ଅପରାଧିକ ମାମଲା ରହିଛି । ହତ୍ୟା ଉଦ୍ୟମ ଓ ବିସ୍ଫୋରଣ ଘଟାଇବା ପରି ମାମଲା ରହିଛି । ସେହନବାଜ, ତାଙ୍କ ମାଆ, ବାନ୍ଧବୀ ଓ ସାଙ୍ଗ ଗୁରୁତର ଆହତ ହୋଇଛନ୍ତି । ୫ ମହଲା ବିଶିଷ୍ଟ କୋଠାରେ କିପରି ଭଡାରେ ରହି ଏହା ଚଳାଇଥିଲେ ଅସ୍ପଷ୍ଟ ରହିଛି ।

ବାଣ ବିସ୍ଫୋରଣ: ବାପା – ଝିଅ ଗୁରୁତର

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking