26.1 C
Bhubaneswar
Sunday, December 7, 2025
Homeଓଡିଶାଯୁକ୍ତ ୨ ଫର୍ମପୂରଣ ଅବଧି ବୃଦ୍ଧି

ଯୁକ୍ତ ୨ ଫର୍ମପୂରଣ ଅବଧି ବୃଦ୍ଧି

ଭୁବନେଶ୍ୱର: ୨୦୨୬ ଯୁକ୍ତ ୨ ପରୀକ୍ଷା ପାଇଁ ଚାଲିଛି ଫର୍ମ ପୂରଣ। ଏହି ସମୟରେ ଯୁକ୍ତ ୨ ଛାତ୍ରଛାତ୍ରୀଙ୍କ ଫର୍ମପୂରଣ ଅବଧି ବୃଦ୍ଧି ନେଇ ସିଏଚଏସଇ ପକ୍ଷରୁ ସୂଚନା ମିଳିଛି। ବିନା ଜରିମାନାରେ ଫର୍ମପୂରଣ ଅବଧି ଆସନ୍ତା ୧୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ୨ ଶହ ଟଙ୍କା ଜରିମାନାରେ ୧୩ରୁ ୧୮ ତାରିଖ ପର୍ଯ୍ୟନ୍ତ ବଢିଲା। ୬ ଶହ ଟଙ୍କା ଜରିମାନାରେ ଫର୍ମପୂରଣ ଅବଧି ନଭେମ୍ବର ୧୯ରୁ ୨୧କୁ ବୃଦ୍ଧି କରାଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking