ରଥଯାତ୍ରା ପାଇଁ ପୁରୀରେ କରାଯିବ ବ୍ୟାପକ ଟିକାକରଣ

ଭୁବନେଶ୍ୱର: ରଥଯାତ୍ରା ଲାଗି ପୁରୀରେ ଶତାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହେବାର ସମ୍ଭାବନା ରହିଛି । ତେଣୁ ପୁରୀରେ ଅଧିକ ଟିକାକରଣ କରିବାକୁ ପୁରୀ ପ୍ରଶାସନକୁ ଅବଗତ କରାଯାଇଛି । ଯେଉଁମାନେ ଦ୍ୱିତୀୟ ଡୋଜ ବା ପ୍ରିକସନ ଡୋଜ ନେଇନାହାନ୍ତି; ସେମାନଙ୍କୁ ଏକ ସ୍ୱତନ୍ତ୍ର କ୍ୟାମ୍ପ କରି ଟିକାନେବା ପାଇଁ ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଅଗବତ କରାଇଛି । ଏହାସହ ପରିମଳ ଓ ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ରାଜ୍ୟରେ ଯେତିକି ଆକ୍ଟିଭ … Continue reading ରଥଯାତ୍ରା ପାଇଁ ପୁରୀରେ କରାଯିବ ବ୍ୟାପକ ଟିକାକରଣ