20.1 C
Bhubaneswar
Saturday, December 6, 2025
Homeଓଡିଶାସାର ପାଇଁ ରାସ୍ତା ଅବରୋଧ କଲେ ଚାଷୀ

ସାର ପାଇଁ ରାସ୍ତା ଅବରୋଧ କଲେ ଚାଷୀ

ମାଲକାନଗିରି: ସାର ପାଇଁ ରାସ୍ତା ଅବରୋଧ । ମାଲକାନଗିରି ଜିଲ୍ଲା ମାଥିଲିରେ ଚାଷୀ ମାନେ ରାସ୍ତାରୋକ କରିଛନ୍ତି । ସାର ନମିଳିବାରୁ ଲ୍ୟାମ୍ପସ ସମ୍ମୁଖ ମୁଖ୍ୟରାସ୍ତା ଅବରୋଧ କରିଛନ୍ତି ଚାଷୀ ।ମାଲକାନଗିରି-ଜୟପୁର ମୁଖ୍ୟ ରାଜପଥରେ ଯାନବାହାନ ଚଳାଚଳ ଠପ ରହିଛି । ସାର ନମିଳିବାରୁ ଚାଷୀ ଅସନ୍ତୋଷ ଦେଖାଦେଇଛି । ଘଟଣାସ୍ଥଳରେ ଉତ୍ତେଜନାମୂଳକ ପରିସ୍ଥିତି ଦେଖାଦେଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking