21.1 C
Bhubaneswar
Monday, December 8, 2025
Homeଦେଶ ବିଦେଶଚାଷୀଙ୍କୁ ମିଳିଲା ପିଏମ କିଷାନ ଟଙ୍କା

ଚାଷୀଙ୍କୁ ମିଳିଲା ପିଏମ କିଷାନ ଟଙ୍କା

ନୂଆଦିଲ୍ଲୀ: ଚାଷୀଙ୍କ ଖାତାକୁ ଗଲା ପିଏମ କିଷାନ ସମ୍ମାନ ନିଧିର ୨୦ ତମ କିସ୍ତି । ଉତ୍ତରପ୍ରଦେଶ ବାରଣାସୀରୁ ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଡିବିଟି ଜରିଆରେ ଚାଷୀଙ୍କ ଆକାଉଣ୍ଟକୁ ଗଲା ୨ ହଜାର ଟଙ୍କା ।  ମୋଟ ୯ କୋଟି ୭୦ ଲକ୍ଷ ଚାଷୀ ଉପକୃତ ହୋଇଛନ୍ତି । ଓଡିଶାରୁ ୩୪ ଲକ୍ଷ ୮୫ ହଜାର ୮୮୧ ଜଣ ଚାଷୀ ଉପକୃତ ହୋଇଛନ୍ତି ।ଡିବିଟି ଜରିଆରେ ଟଙ୍କା ପଠାଇ ପ୍ରଧାନମନ୍ତ୍ରୀ ମୋଦି ବାରଣାସୀରୁ ସମ୍ବୋଧନ ରଖିଛନ୍ତି । ଅପରେସନ ସିନ୍ଦୂରର ସଫଳତାକୁ ପ୍ରଶଂସା କରିଛନ୍ତି ମୋଦି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking