17.1 C
Bhubaneswar
Sunday, December 7, 2025
Homeଓଡିଶାଧାନ କ୍ୱିଣ୍ଟାଲ ପିଛା ଆଉ ୬୯ ଟଙ୍କା ଅଧିକ ପାଇବେ ଚାଷୀ 

ଧାନ କ୍ୱିଣ୍ଟାଲ ପିଛା ଆଉ ୬୯ ଟଙ୍କା ଅଧିକ ପାଇବେ ଚାଷୀ 

ଭୁବନେଶ୍ୱର: ଚାଷୀଙ୍କ ପାଇଁ ଖୁସି ଖବର ।ଚଳିତ ଖରିଫ ଋତୁରେ ଧାନ କ୍ୱିଣ୍ଟାଲ ପିଛା ଆଉ ୬୯  ଟଙ୍କା ଅଧିକ ପାଇବେ  ଚାଷୀ  । ବର୍ଦ୍ଧିତ ଏମଏସପି ଅନୁଯାୟୀ ଚାଷୀଙ୍କୁ ଅଧିକ ୬୯ ଟଙ୍କା ଦେବେ ସରକାର । ଗ୍ରେଡ- ଏ ଧାନ କ୍ୱିଣ୍ଟାଲ ପିଛା ମିଳିବ ୩୧୮୯ ଟଙ୍କା ।  ଏନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।  ଧାନ କ୍ୱିଣ୍ଟାଲ ପିଛା ବର୍ଦ୍ଧିତ ଏମଏସପି ୨୩୬୯ ଟଙ୍କା ସ୍ଥିର କରିଥିଲେ କେନ୍ଦ୍ର ସରକାର ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking