27.7 C
Bhubaneswar
Tuesday, April 7, 2026
Homeଓଡିଶାମର୍ମନ୍ତୁଦ ଦୁର୍ଘଟଣା: ୨ ମୃତ

ମର୍ମନ୍ତୁଦ ଦୁର୍ଘଟଣା: ୨ ମୃତ

ନୂଆପଡା:  କୋମନାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ସୁନାବେଡାରେ ଟ୍ରାକ୍ଟର ଓଲଟିବାରୁ ୨ ଜଣଙ୍କ ମୃତ୍ୟୁ ହୋଇଛି । ଦୁଇ ମୃତକ ଜୁନାପାଣି ଗାଁର ସୂଚନା ମିଳୁଛି । ସ୍ଥାନୀୟ ଲୋକେ ଘଟଣା ସ୍ଥଳରେ ପହଞ୍ଚି ପୋଲିସକୁ ଖବର ଦେଇଥିଲେ । ଏବଂ ପରିସ୍ଥିତି ଚାପା ଉତ୍ତଜନା ସୃଷ୍ଟି ହୋଇଛି । ଖବର ଶୁଣି ପରିବାର ଲୋକଙ୍କ ମନରେ ଅସନ୍ତୋଷ ଦେଖାଦେଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking