25.9 C
Bhubaneswar
Monday, April 6, 2026
Homeଓଡିଶାମର୍ମନ୍ତୁଦ ଦୁର୍ଘଟଣା: ୨ ମୃତ, ୨ ଗୁରୁତର

ମର୍ମନ୍ତୁଦ ଦୁର୍ଘଟଣା: ୨ ମୃତ, ୨ ଗୁରୁତର

ବରଗଡ଼: ବରଗଡ଼ ଭଟଲି ବିଜୟା ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ଦୁଇଜଣ ଯୁବକଙ୍କର ମୃତ୍ୟୁ। ଗତକାଲି ମଧ୍ୟରାତ୍ରିରେ ୪ଜଣ ବ୍ୟକ୍ତି ଏକ ବୋଲେରୋ ଅମ୍ବାଭୋନା ଆଡୁ ଆସୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ଗାଡ଼ିଟି ପ୍ରଥମେ ଇଲେକ୍ଟ୍ରି ପୋଲରେ ଧକ୍କା ହୋଇ ଏକ ଦୋକାନକୁ ଧକ୍କା ଦେଇଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ହିଁ ଜଣଙ୍କର ମୃତ୍ୟୁ ଘଟିଥିଲା। ଅନ୍ୟ ଜଣଙ୍କର ମୁଖ୍ୟ ଚିକିତ୍ସାଳୟରେ ମୃତ୍ୟୁ ଘଟିଛି। ୨ଜଣ ଗୁରୁତର ଆହତ ହୋଇ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ଘଟଣା ସ୍ଥଳରେ ଭଟଲି ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking