ମର୍ମନ୍ତୁଦ ସଡକ ଦୁର୍ଘଟଣା ; ୩ ମୃତ, ୮ ଆହତ

ଗୋରଖପୁର : ଉତ୍ତରପ୍ରଦେଶର ଗୋରଖପୁର ଜିଲାରେ ଏକ ବଡ ଧରଣର ସଡକ ଦୁର୍ଘଟଣା ଘଟିଥିବା ନେଇ ଖବର ମିଳିଛି। ଗାଡି ଚାଳକର ଆଖି ଲାଗି ଯିବାରୁ ପିକଅପ୍‌‌ ଭ୍ୟାନ ଅନିୟନ୍ତ୍ରିତ ହୋଇ ବିଦ୍ୟୁତ ଖୁଣ୍ଟରେ ପିଟି ହୋଇଯାଇଥିଲା। ଏହି ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳ ୮ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣା ପରେ ଗାଡି ଚାଳକ ଫେରାର ହୋଇଯାଇଥିବା ଜଣାପଡିଛି। ଏହି ଦୁର୍ଘଟଣା ଗୋଲା ଥାନା … Continue reading ମର୍ମନ୍ତୁଦ ସଡକ ଦୁର୍ଘଟଣା ; ୩ ମୃତ, ୮ ଆହତ