ବିଦ୍ୟୁତ କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

କେନ୍ଦ୍ରାପଡ଼ା : ବିଦ୍ୟୁତ ବିଭାଗର କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ। କେନ୍ଦ୍ରାପଡ଼ା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ନିଆଳ ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା। ଆହତ ବିଦ୍ୟୁତ କର୍ମଚାରୀ ରାଜେନ୍ଦ୍ର ପଲେଇଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନା ଅନୁଯାୟୀ, ଗତକାଲି ସଂଧ୍ୟା଼ରେ ରାଜେନ୍ଦ୍ର ସାଇକେଲ ଯୋଗେ ଘରକୁ ଫେରୁଥିଲେ। ଏହି ସମୟରେ ନିଆଳ ପଞ୍ଚାୟତ ଅଫିସ ସମ୍ମୁଖରେ ୭ରୁ ୮ ଦୁର୍ବୃତ୍ତ ତାଙ୍କୁ ଅଟକାଇଥିଲେ। ପରେ ଖଣ୍ଡା ଓ ଭୁଜାଲିରେ ଦୁର୍ବୃତ୍ତମାନେ ରାଜେନ୍ଦ୍ରଙ୍କୁ ସଂଘବଦ୍ଧ ଆକ୍ରମଣ କରି … Continue reading ବିଦ୍ୟୁତ କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ