ମର୍ମନ୍ତୁଦ ସଡକ ଦୁର୍ଘଟଣା: ୧ ମୃତ

ପିପିଲି : ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥର ମଙ୍ଗଳପୁର ବଜାର ଠାରେ ଗୁରୁବାର ସକାଳ ୮ଟା ସମୟରେ ଘଟିଥିବା ସଡକ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ଶୋଚନୀୟ ମୃତ୍ୟୁ ଘଟିଛି। ମୃତକଙ୍କ ନାମ ଫଗୁ ବେହେରା ଓ ତାଙ୍କ ଘର ନିକଟବର୍ତ୍ତି ମାଳିକପାଳି ଗ୍ରାମରେ ହୋଇଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ଭୁବନେଶ୍ୱରରୁ ପୁରୀ ଅଭିମୁଖେ ଦ୍ରୁତ ଗତିରେ ଯାଉଥିବା ଏକ ଘରୋଇ ଯାତ୍ରୀବାହୀ ବସ୍‌‌ କୌଣସି କାରଣରୁ ନିୟନ୍ତ୍ରଣ ହରାଇ ରାସ୍ତା କଡରେ ଠିଆ ହୋଇଥିବା ଫଗୁଙ୍କୁ ଧକ୍କା … Continue reading ମର୍ମନ୍ତୁଦ ସଡକ ଦୁର୍ଘଟଣା: ୧ ମୃତ