22.1 C
Bhubaneswar
Sunday, February 15, 2026
Homeଓଡିଶାମର୍ମନ୍ତୁଦ ସଡକ ଦୁର୍ଘଟଣା : ୧ ମୃତ , ୨ ଆହତ

ମର୍ମନ୍ତୁଦ ସଡକ ଦୁର୍ଘଟଣା : ୧ ମୃତ , ୨ ଆହତ

ଯାଜପୁର : ଯାଜପୁର ପାଣିକୋଇଲିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ  ୨ ଜଣ ଗୁରୁତର ଅବସ୍ଥାରେ ଅଛନ୍ତି । ଷଠିପୁର ଛକରେ  ବାଇକକୁ ଚାପିଦେଲା ହାଇୱା । ଘଟଣାସ୍ଥଳରେ ସ୍ଥାନୀୟ ଲୋକେ ପହଞ୍ଚି  ଆମ୍ବୁଲାନ୍ସ  ଯୋଗେ  ଦୁଇ ଗୁରୁତରଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର  କରିଛନ୍ତି  ା

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking