ମର୍ମନ୍ତୁଦ ସଡକ ଦୁର୍ଘଟଣା : ୧ ମୃତ

ଖୋର୍ଦ୍ଧା : ଟ୍ରକ କୁ ଧକ୍କା ଦେଲା ଟ୍ରକ । ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ୧୬ ନଂ ଜାତୀୟ ରାଜପଥ ବେଲପଡା ଛକ ନିକଟରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା । ଏକ ମାଲ ବୋଝେଇ ଟ୍ରକ ରାସ୍ତାରେ ଛିଡ଼ା ହୋଇଥିଲା। ଭୁବନେଶ୍ୱରରୁ ବ୍ରହ୍ମପୁର ଅଭିମୁଖେ ଦ୍ରୁତ ଗତିରେ ଅନ୍ୟ ଏକ ଟ୍ରକ ଯାଉଥିବାବେଳେ ଛିଡା ହୋଇଥିବା ଟ୍ରକକୁ ଧକ୍କା ଦେଇଥିଲା । ଏହି ଦୁର୍ଘଟଣା ଯୋଗୁ ଘଟଣା ସ୍ଥଳରେ ହେଲପରଙ୍କ ମୃତ୍ୟୁ ହୋଇଥିଲାବେଳେ ଟ୍ରକ … Continue reading ମର୍ମନ୍ତୁଦ ସଡକ ଦୁର୍ଘଟଣା : ୧ ମୃତ