24.1 C
Bhubaneswar
Friday, March 20, 2026
Homeଓଡିଶାମର୍ମନ୍ତୁଦ ସଡକ ଦୁର୍ଘଟଣା : ୧ ମୃତ

ମର୍ମନ୍ତୁଦ ସଡକ ଦୁର୍ଘଟଣା : ୧ ମୃତ

ମାଲକାନଗିରି : ମାଲକାନଗିରି ଜିଲ୍ଲାରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା । ସୋମବାର ବିଳମ୍ବିତ ରାତିରେ ଘଟିଛି ଏହି ଦୁର୍ଘଟଣା । ଭାରସାମ୍ୟ ହରାଇ ଗଛରେ ପିଟି ହୋଇଛି କାର । ଫଳରେ ଡ୍ରାଇଭରଙ୍କର ମୃତ୍ୟୁ ହୋଇଯାଇଛି । ସୂଚନା ଅନୁସାରେ, କାରଟି ଦ୍ରୁତଗତିରେ ଆସି ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯାଇଥିଲା । ଫଳରେ ଘଟଣାସ୍ଥଳରେ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି । ଖବର ପାଇ, ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିବା ସହିତ ଘଟଣାର ତଦନ୍ତ ଜାରି କରିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking