29.1 C
Bhubaneswar
Thursday, May 2, 2024
Homeଦେଶ ବିଦେଶମର୍ମନ୍ତୁଦ ସଡକ ଦୁର୍ଘଟଣା : ୧୦ ମୃତ

ମର୍ମନ୍ତୁଦ ସଡକ ଦୁର୍ଘଟଣା : ୧୦ ମୃତ

ମହାରାଷ୍ଟ୍ର : ମହାରାଷ୍ଟ୍ରରୁ ଜମ୍ମୁ ଅଭିମୁଖେ ଏକ ଟ୍ରକ ଯାଉଥିବା ସମୟରେ ଟ୍ରକରେ ଯାନ୍ତ୍ରିକ ତ୍ରୁଟି ହୋଇଥିଲା। ଏହାଫଳରେ ଟ୍ରକଟି ଏକ୍ସପ୍ରେସ୍‌ ୱେ’ର ନଦିଆ ନିକଟରେ ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିଲା। ସେହି ସମୟରେ ଏକ କାର ଦ୍ରୁତ ଗତିରେ ଆସି ଟ୍ରକ୍‌କୁ ପଛ ପାର୍ଶ୍ୱରୁ ଧକ୍କା ଦେଇଥିଲା। ଏଭଳି ଦୁର୍ଘଟଣା ଯୋଗୁ ଘଟଣାସ୍ଥଳରେ ୮ ଜଣଙ୍କ ମୃତ୍ୟୁ ହୋଇଥିଲା । ସ୍ଥାନୀୟ ଲୋକ ଏହାଦେଖି ପୋଲିସକୁ ଖବର ଜଣାଇଥିଲେ । ଖବର ପାଇ ସୁରକ୍ଷା କର୍ମୀ ଘଟଣାସ୍ଥଳରେ ପହଞ୍ଚି ମୃତ ଦେହ ଉଦ୍ଧାର କରିବା ସହ ଆହତ ବ୍ୟକ୍ତିଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଇଥିଲେ । କିନ୍ତୁ ଦୁର୍ଭାଗ୍ୟବଶତଃ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ମୃତକଙ୍କ ଭିତରେ ୨ ଜଣ ପିଲା ଅଛନ୍ତି ବୋଲି ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking