27.1 C
Bhubaneswar
Sunday, September 8, 2024
Homeଓଡିଶାମର୍ମନ୍ତୁଦ ସଡକ ଦୁର୍ଘଟଣା : ୨ ମୃତ

ମର୍ମନ୍ତୁଦ ସଡକ ଦୁର୍ଘଟଣା : ୨ ମୃତ

ଘଟଗାଁ: ସ୍କୁଟିକୁ ପଛପଟୁ ଧକ୍କା ଦେଲା ଆଇଚର୍ ଟ୍ରକ୍ । ଘଟଣାସ୍ଥଳରେ ୨ ସ୍କୁଟି ଚାଳକ ମୃତ । ଏହାସହ ଜଣେ ଗୁରୁତର ହୋଇଛନ୍ତି । ତାଙ୍କୁ ଚିକିତ୍ସା ପାଇଁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ସୂଚନା ଥାଉକି, କେନ୍ଦୁଝର ଜିଲ୍ଲା ୨୦ ନମ୍ବର ଜାତୀୟ ରାଜପଥ କେନ୍ଦୁଝର – ଢେଙ୍କିକୋଟ ମଧ୍ୟରେ ଥିବା ପିପିଳିଆ ଛକ ନିକଟରେ ସ୍କୁଟିକୁ ପଛପଟୁ ଧକ୍କା ଦେଲା ଆଇଚର୍ ଟ୍ରକ୍ । ଘଟଣାସ୍ଥଳରେ ସ୍କୁଟି ଚାଳକଙ୍କ ମୃତ୍ୟୁ ଘଟଥିବାବେଳେ ସ୍କୁଟି ପଛପଟେ ବସିଥିବା ବ୍ୟକ୍ତି ଜଣଙ୍କୁ ଗୁରୁତର ଅବସ୍ଥାରେ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ଘଟଣାସ୍ଥଳେ ଉତ୍ତେଜନା ହେବା ସହିତ ରାସ୍ତା ରୋକ୍ କରିଛନ୍ତି ସ୍ଥାନୀୟ ଲୋକେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking