ମର୍ମନ୍ତୁଦ ସଡକ ଦୁର୍ଘଟଣା : ୨ ମୃତ

କେନ୍ଦୁଝର : କେନ୍ଦୁଝର ଧୂର୍ମଦା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ରାସ୍ତା କଡରେ ଛିଡ଼ା ହୋଇଥିବା ବେଳେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି । ୨୦ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱର୍ରେ ଥିବା ଏକ ଦୋକାନ ନିକଟରେ ଛିଡ଼ା ହୋଇଥିବା ବେଳେ ଟ୍ରକଟି ଭାରସାମ୍ୟ ହରାଇ ମାଡ଼ିଯିବାରୁ ଦୁର୍ଘଟଣା ଘଟିଥିଲା । ଏହା ସହ ଏକ ବାଇକକୁ ଧକ୍କା ଦେବାରୁ ବାଇକଟି … Continue reading ମର୍ମନ୍ତୁଦ ସଡକ ଦୁର୍ଘଟଣା : ୨ ମୃତ