30.1 C
Bhubaneswar
Monday, May 20, 2024
Homeଓଡିଶାମର୍ମନ୍ତୁଦ ସଡକ ଦୁର୍ଘଟଣା: ୩ ମୃତ

ମର୍ମନ୍ତୁଦ ସଡକ ଦୁର୍ଘଟଣା: ୩ ମୃତ

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ଥାନା ଅନ୍ତର୍ଗତ ଦାସୀଗାଁ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅଟୋ -ଟ୍ରକ୍ ମୁହାଁମୁହିଁ ଧକ୍କାରେ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଗୁରୁତର ଆହତ ହୋଇଛନ୍ତି। ବାପା, ପୁଅ ଓ ପୁତୁରା ଏହି ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି । ଅନ୍ୟ ୬ ଜଣଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି। ହସଖୁସିରେ ପରିବାର ସହ ସମ୍ପର୍କୀୟଙ୍କ ଘରକୁ ଯାଉଥିବା ବେଳେ ଏହି ଦୁଃଖଦ ଘଟଣା ଘଟିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking