42.1 C
Bhubaneswar
Saturday, April 27, 2024
Homeଦେଶ ବିଦେଶମର୍ମନ୍ତୁଦ ସଡକ ଦୁର୍ଘଟଣା : ୪ ମୃତ

ମର୍ମନ୍ତୁଦ ସଡକ ଦୁର୍ଘଟଣା : ୪ ମୃତ

ଉତ୍ତର ପ୍ରଦେଶ : ଗତକାଲି ଉତ୍ତର ପ୍ରଦେଶର ବିଜନୋର ନିକଟରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା । ଉତ୍ତର ପ୍ରଦେଶର ବିଜନୋର ନିକଟରେ ଭାରସାମ୍ୟ ହରାଇ ଓଲଟିଲା କାର। ଫଳରେ ଘଟଣା ସ୍ଥଳରେ ଗୋଟିଏ ପରିବାରର ୪ ଜଣଙ୍କର ମୃତ୍ୟୁ ଘଟିଛି। ତେବେ ୪ଜଣ ଅମରୋହାରୁ ଋଷିକେଶ ଯାଉଥିବା ବେଳେ କାରଟି ଭାରସାମ୍ୟ ହରାଇବାରୁ ଏଭଳି ଦୁର୍ଘଟଣା ଘଟିଛି। ତେବେ କାର୍‌‌ ଚାଳକଙ୍କୁ ନିଦ ଆସିବା କାରଣରୁ କାରଟି ଓଲଟି ପଡିଛି ବୋଲି ଜଣାପଡିଛି। ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚିବା ସହ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ସାରିଛି। ଏପିରିକି ଏହି ଘଟଣା ବାବଦରେ ଅଧିକ ତଦନ୍ତ ମଧ୍ୟ ଆରମ୍ଭ କରିଛି ପୋଲିସ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking