36.1 C
Bhubaneswar
Tuesday, May 21, 2024
Homeଦେଶ ବିଦେଶମର୍ମନ୍ତୁଦ ସଡକ ଦୁର୍ଘଟଣା : ୬ ମୃତ

ମର୍ମନ୍ତୁଦ ସଡକ ଦୁର୍ଘଟଣା : ୬ ମୃତ

ନୂଆଦିଲ୍ଲୀ : ହରିୟାଣାରେ ଭୟଙ୍କର ସଡ଼କ ଦୁର୍ଘଟଣା। ଆଜି ସକାଳେ ଏକ ସ୍କୁଲ୍ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ପାଞ୍ଚ ଜଣ ଛାତ୍ରଛାତ୍ରୀଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଏକ ଘରୋଇ ସ୍କୁଲ୍ ବସ୍ ପିଲାମାନଙ୍କୁ ନେଇ ଯାଉଥିଲା। ଏହି ସମୟରେ ମହେନ୍ଦ୍ରଗର ଜିଲ୍ଲା କାନିବା ଦାଦ୍ରି ରାସ୍ତାରେ ନିୟନ୍ତ୍ରଣ ହରାଇ ଓଲଟି ପଡିଥିଲା । ପ୍ରାରମ୍ଭିକ ରିପୋର୍ଟ ଅନୁଯାୟୀ, ଏହି ଦୁର୍ଘଟଣାରେ ୬ ଜଣ ଛାତ୍ରଛାତ୍ରୀଙ୍କର ମୃତ୍ୟୁ ଘଟିଛି । ଏଡ୍‌ସହ ୧୨ରୁ ଅଧିକ ପିଲା ଆହତ ହୋଇଛନ୍ତି । ଆହତଙ୍କୁ ଉଦ୍ଧାର କରି ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବସ୍ ଡ୍ରାଇଭର ଓଭରଟେକ୍ କରିବାକୁ ଚେଷ୍ଟା କରୁଥିବାରୁ ଦୁର୍ଘଟଣା ଘଟିଥିବା କୁହାଯାଉଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking