ମର୍ମନ୍ତୁଦ ସଡକ ଦୁର୍ଘଟଣା : ୬ ମୃତ

ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶର ଏଟା ଜିଲ୍ଲାରେ ଘଟିଛି ଭୟଙ୍କର ସଡକ ଦୁର୍ଘଟଣା । ଦୁର୍ଘଟଣାରେ ୨ ଜଣ ଛୋଟ ଶିଶୁଙ୍କ ସମେତ ୪ ଜଣଙ୍କର ମୃତ୍ୟୁ ହୋଇଛି । ସୂଚନା ଅନୁସାରେ ଏକ ପରିବାରର ସମସ୍ତ ଲୋକ ନୋଏଡାରୁ ମେନପୁରୀକୁ ଫେରୁଥିଲେ । ଏହି ସମୟରେ କାର ଡ୍ରାଇଭରଙ୍କ ଆଖି ଲାଗିଯାଇଥିଲା । ଯାହା ଫଳରେ ଦ୍ରୁତ ଗତିରେ ଆସୁଥିବା କାରଟି ଡିଭାଇଡର ସହ ମୁହାଁମୁହିଁ ଧକ୍କା ହୋଇଥିଲା । ଏବଂ କାରର ଗତି ଏତେ ଅଧିକ … Continue reading ମର୍ମନ୍ତୁଦ ସଡକ ଦୁର୍ଘଟଣା : ୬ ମୃତ