ମର୍ମନ୍ତୁଦ ସଡକ ଦୁର୍ଘଟଣା : ୬ ମୃତ
ଚଣ୍ଡିଗଡ : ହରିୟାଣାର ସିରସା ଶେରଗଡ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା । ସୂଚନା ଅନୁଯାଇ, ଅନ୍ତିମ ସଂସ୍କାରରେ ଯୋଗ ଦେବାକୁ ଯିବାବେଳେ ଦୁର୍ଘଟଣାରେ ୬ ଜଣଙ୍କର ମୃତ୍ୟୁ ଘଟିଛି । ହରିୟାଣାର ସିରସା ଶେରଗଡ ନିକଟରେ ଏକ ଅନିୟନ୍ତ୍ରିତ ଡିଜାୟର କାର୍ ଗଛ ସହିତ ଧକ୍କା ହୋଇଛି। ଏଥିରେ ତିନିଜଣ ମହିଳାଙ୍କ ସମେତ ୬ ଜଣଙ୍କର ମୃତ୍ୟୁ ଘଟିଛି।ଏହି ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଡିଜାୟର କାର୍ଟି ଖଣ୍ଡ ଖଣ୍ଡ ହୋଇଯାଇଛି। ସୂଚନା ପାଇ … Continue reading ମର୍ମନ୍ତୁଦ ସଡକ ଦୁର୍ଘଟଣା : ୬ ମୃତ
Copy and paste this URL into your WordPress site to embed
Copy and paste this code into your site to embed