28.1 C
Bhubaneswar
Saturday, July 27, 2024
Homeଦେଶ ବିଦେଶମର୍ମନ୍ତୁଦ ସଡକ ଦୁର୍ଘଟଣା : ୬ ମୃତ

ମର୍ମନ୍ତୁଦ ସଡକ ଦୁର୍ଘଟଣା : ୬ ମୃତ

ଉତ୍ତରପ୍ରଦେଶ : ଗତକାଲି ବିଳମ୍ବିତ ରାତିରେ ଉତ୍ତରପ୍ରଦେଶର ବାଲିଆଠାରେ ଭାରସାମ୍ୟ ହରାଇ କମାଣ୍ଡର ଜିପକୁ ଧକ୍କା ଦେଲା ପିକଅପ୍‍ ଭ୍ୟାନ। ଏହି ଦୁର୍ଘଟଣା ଫଳରେ ଘଟଣାସ୍ଥଳରେ ୬ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୨ଜଣ ଗୁରୁତର ଆହତ ହୋଇଛନ୍ତି। ତେବେ ସମସ୍ତ ଗୁରୁତର ଆହତଙ୍କୁ ଜିଲ୍ଲା ମୁଖ୍ୟଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଏପରିକି ଡାକ୍ତର ସମସ୍ତ ଗୁରୁତରଙ୍କୁ ଚିକିତ୍ସା କରୁଛନ୍ତି। ସ୍ଥାନୀୟ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking