26.8 C
Bhubaneswar
Monday, April 6, 2026
Homeଦେଶ ବିଦେଶମର୍ମନ୍ତୁଦ ସଡକ ଦୁର୍ଘଟଣା , ଗୋଟିଏ ପରିବାରର ୮ମୃତ

ମର୍ମନ୍ତୁଦ ସଡକ ଦୁର୍ଘଟଣା , ଗୋଟିଏ ପରିବାରର ୮ମୃତ

ଶ୍ରୀନଗର : ଜାମ୍ମୁ-କଶ୍ମୀରର ଅନନ୍ତନାଗ ଜିଲ୍ଲାର ଡକସୁମରେ ଶନିବାର ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟି ଗୋଟିଏ ପରିବାରର ୮ ଜଣଙ୍କର ମୃତ୍ୟୁ ଘଟିଛି । ତେବେ କାରଟି ଘାଟିରେ ଓଲଟି ପଡି ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ୮ ଜଣଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ୫ ଶିଶୁ ଓ ୨ ଜଣ ମହିଳା ଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି । ସମସ୍ତ ମୃତକ କିଶତୱାଡର ନିବାସୀ । ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking