30.1 C
Bhubaneswar
Wednesday, April 24, 2024
Homeଦେଶ ବିଦେଶମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ଚାଲିଗଲା ୮ ଜୀବନ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ଚାଲିଗଲା ୮ ଜୀବନ

କୋଲକାତା : ପଶ୍ଚିମବଙ୍ଗର ବୀରଭୂମିରେ ଏକ ସରକାରୀ ବସ୍ ଓ ଅଟୋରିକ୍ସା ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଯେଉଁଥିରେ ୮ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଛି । ଏହି ଦୁର୍ଘଟଣା ମଙ୍ଗଳବାର ସନ୍ଧ୍ୟାରେ ବୀରଭୂମିର ମଲ୍ଲାପୁର ଅଞ୍ଚଳରେ ରାଜ୍ୟ ରାଜପଥରେ ହୋଇଛି । ପୋଲିସ ସୂଚନା ମୁତାବକ, ଏହି ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଘଟଣାସ୍ଥଳରେ ହିଁ ଅଟୋରେ ବସିଥିବା ୮ ଜଣ ଯାତ୍ରୀଙ୍କର ମୃତ୍ୟୁ ଘଟିଥିଲା । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା ଏବଂ ମୃତଦେହଗୁଡ଼ିକୁ ପଞ୍ଚନାମା କରାଇ ବ୍ୟବଚ୍ଛେଦ ପାଇଁ ପଠାଇଥିଲା । ଏ ନେଇ ମୃତକମାନଙ୍କ ପରିବାର ଲୋକଙ୍କୁ ଖବର ଦିଆଯାଇଛି ।

ଧରାପଡିଲେ ୨୬ ଚୋର

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking