30.1 C
Bhubaneswar
Monday, May 20, 2024
Homeଓଡ଼ିଶା ବିଧାନସଭା ବଜେଟ୍ ଅଧିବେଶନମର୍ମନ୍ତୁଦ ସଡକ ଦୁର୍ଘଟଣା: ୯ ଆହତ

ମର୍ମନ୍ତୁଦ ସଡକ ଦୁର୍ଘଟଣା: ୯ ଆହତ

ସମ୍ବଲପୁର: ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ନୁଆଁପଡ଼ା ଛକ ନିକଟରେ ସଡକ ଦୁର୍ଘଟଣା । ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ l ଘଟଣାରେ ୯ ଜଣ ଆହତ ହୋଇଥିବା ବେଳେ ସମସ୍ତଙ୍କୁ ବୁର୍ଲା ମେଡିକାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି । ଶୁଭମ ନାମକ ଏକ ଯାତ୍ରୀବାହୀ ବସ ଭୁବନେଶ୍ୱରରୁ ହୀରାକୁଦ ଅଭିମୁଖେ ଯାଉଥିବା ବେଳେ ଭାରସାମ୍ୟ ହରାଇ ଓଲଟି ପଡିଥିବା ଜଣାପଡିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking