34.1 C
Bhubaneswar
Wednesday, May 1, 2024
Homeଓଡିଶାମର୍ମନ୍ତୁଦ ସଡକ ଦୁର୍ଘଟଣା : ଅଟୋ ଓଲଟି ୧୦ ଆହତ

ମର୍ମନ୍ତୁଦ ସଡକ ଦୁର୍ଘଟଣା : ଅଟୋ ଓଲଟି ୧୦ ଆହତ

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲ୍ଲା କୁଚିଣ୍ଡା ଥାନା ଅନ୍ତର୍ଗତ ଘୋଡ଼ାବାନ୍ଧୁଣୀ ଛକ ନିକଟରେ ଏକ ଅଟୋ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ଗୋଟିଏ ପରିବାରର ୧୦ ଜଣ ଆହତ ହୋଇଛନ୍ତି । ଆଜି ସକାଳେ ଏକ ଅଟୋ ଯୋଗେ ଗୋଟିଏ ପରିବାରର ୧୦ଜଣ ତେରେଙ୍ଗାମାଳରୁ କୁଚିଣ୍ଡା ଅଭିମୁଖେ ଯାଉଥିଲେ । ଏହି ସମୟରେ ଘୋଡ଼ାବାନ୍ଧୁଣୀ ଛକ ନିକଟରେ ଅଟୋଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା । ଦୁର୍ଘଟଣାରେ ୧୦ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ପୁଲିସ ଅଟୋକୁ ଜବତ କରି ଘଟଣାର ତଦନ୍ତ କରୁଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking