ମର୍ମନ୍ତୁଦ ସଡକ ଦୁର୍ଘଟଣା: ବାଇକ ଆରୋହୀ ମୃତ

ପାରାଦୀପ: ପାରାଦୀପରେ ଦେଖାବାକୁ ମିଳିଛି ଏକ ଅଭାବନୀୟ ଘଟଣା । ଗ୍ୟାସ ଟ୍ୟାଙ୍କର ଓଲଟିପଡିବାରୁ ଜଣେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଛି । ମୃତକ ଜଣକ କେନ୍ଦ୍ରାପଡା ଜିଲ୍ଲା ଗରଜଙ୍ଗା ଗାଁର ପ୍ରଭାତ ପାତ୍ର ବୋଲି ଜଣାପଡିଛି । ସୂଚନା ମୁତାବକ, ପ୍ରଭାତ ପାରାଦ୍ଵୀପର ଏକ କମ୍ପାନୀରେ ପାଇପ ଲାଇନ କାର୍ଯ୍ୟ କରୁଥିଲେ । ଆଜି ସକାଳୁ ସେ ତାଙ୍କ କାମରେ ଯାଉଥିବାବେଳେ, ଜିରୋ ପଏଣ୍ଟ ନିକଟରେ ଏକ ଗ୍ୟାସ ଟ୍ୟାଙ୍କର ତାଙ୍କୁ ଧକ୍କା ଦେଇ ତାଙ୍କ … Continue reading ମର୍ମନ୍ତୁଦ ସଡକ ଦୁର୍ଘଟଣା: ବାଇକ ଆରୋହୀ ମୃତ