30.1 C
Bhubaneswar
Saturday, June 29, 2024
Homeଓଡିଶାମର୍ମନ୍ତୁଦ ସଡକ ଦୁର୍ଘଟଣା : ଡ୍ରାଇଭରର ମୃତ,ହେଲ୍ପର ଗୁରୁତର

ମର୍ମନ୍ତୁଦ ସଡକ ଦୁର୍ଘଟଣା : ଡ୍ରାଇଭରର ମୃତ,ହେଲ୍ପର ଗୁରୁତର

ଦେବଗଡ : ଦେବଗଡ ଜିଲ୍ଲାରେ ଘଟିଛି ଅଭବନୀୟ ଘଟଣା । କଣ୍ଟେନରକୁ ପଛପଟୁ ଧକ୍କା ଦେଲା ଟ୍ରକ୍ । ଫଳରେ ଡ୍ରାଇଭରର ମୃତ୍ୟୁ ହୋଇଛି । ସୂଚନା ଅନୁସାରେ, ଦେବଗଡ ଜିଲ୍ଲା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥର ଓଭର ବ୍ରିଜ ଉପରେ କଣ୍ଟେନର ସହ ଟ୍ରକ୍ ର ଧକ୍କା ହୋଇଥିଲା । ଟ୍ରକ୍ ଟି କୋଲକାତାରୁ ସୁରଟ ଯାଉଥିବା ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଦୁର୍ଘଟଣାରେ ଟ୍ରକ୍ ଡ୍ରାଇଭରର ମୃତ୍ୟୁ ହେବାସହିତ ହେଲ୍ପର ଗୁରୁତର ଆହତ ହୋଇଛନ୍ତି । ଉଦ୍ଧାରକାରୀ ଦଳ ଏହି ଖବର ପାଇ, ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଗୁରୁତରଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ଖବର ପାଇ, ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଜାରି କରିଛି ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking