25.1 C
Bhubaneswar
Monday, January 12, 2026
Homeଓଡିଶାମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ମା’-ପୁଅ ସହ ଡ୍ରାଇଭରଙ୍କ ମୃତ୍ୟୁ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ମା’-ପୁଅ ସହ ଡ୍ରାଇଭରଙ୍କ ମୃତ୍ୟୁ

ବରଗଡ଼଼: ମେଲଛାମୁଣ୍ଡା ଥାନା ସାନଜୋରଠାରେ ହୋଇଥିବା ମର୍ମନ୍ତୁଦ ଦୁର୍ଘଟଣାରେ ମା’ପୁଅ ସହ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମେଲଛାମୁଣ୍ଡା ଥାନା ସାନଜୋରଠାରେ ଏକ ଟ୍ରକକୁ ପଛରୁ ଗୋଟିଏ କାର ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ୩ଜଣଙ୍କ ମୃତ୍ୟୁ ହୋଇଥିଲା। ଏହି ଦୁର୍ଘଟଣାରେ ମା’ପୁଅ ସହ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିଲା। ଏହି ମର୍ମନ୍ତୁଦ ଦୁର୍ଘଟଣାରେ ୨ ଜଣ ଗୁରୁତର ହୋଇଥିଲେ। ୨ ଗୁରୁତରଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking