ମର୍ମନ୍ତୁଦ ସଡକ ଦୁର୍ଘଟଣା: ୧ ମୃତ, ୧ ଗୁରୁତର

ପିପିଲି: ପିପିଲି-ଦାଣ୍ଡମୁକୁନ୍ଦପୁର ପୂର୍ତ୍ତ ବିଭାଗ ରାସ୍ତାର ଖଣ୍ଡିଆଗିରି ଗ୍ରାମ ନିକଟରେ ଥିବା ସଫେଇନାଳ ପୋଲ ତଳକୁ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ବାଇକ୍‌‌ ଖସି ପଡିବା କାରଣରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଭାବେ ଆହତ ହୋଇଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ୯ ତାରିଖ ରାତି ପ୍ରାୟ ୧୨ଟା ସମୟରେ ଏହି ଦୁର୍ଘଟଣା ଘଟିଥିଲା। ପୁରୀ ଦିଗରୁ ପିପିଲି ଅଭିମୁଖେ ଯାଉଥିବା ଏକ ବାଇକ୍‌‌ କୌଣସି କାରଣରୁ ଭାରସାମ୍ୟ ହରାଇ ଖଣ୍ଡିଆଗିରି … Continue reading ମର୍ମନ୍ତୁଦ ସଡକ ଦୁର୍ଘଟଣା: ୧ ମୃତ, ୧ ଗୁରୁତର