27.1 C
Bhubaneswar
Sunday, September 29, 2024
Homeଓଡିଶାମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୧ ମୃତ ,୪ ଗୁରୁତର

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୧ ମୃତ ,୪ ଗୁରୁତର

ଯାଜପୁର : ଧର୍ମଶାଳା ଥାନା ରଥିଆ ନିକଟରେ ଆଜି ସକାଳୁ ଘଟିଛି ସିରିଜ ଦୁର୍ଘଟଣା। ଯାଜପୁର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା।ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୪ଜଣ ଗୁରୁତର ଆହତ ହୋଇଛନ୍ତି। ଗୁରୁତରଙ୍କୁ ପ୍ରଥମେ ଧର୍ମଶାଳା ଓ ପରେ କଟକ ମେଡିକାଲ ସ୍ଥାନାନ୍ତର କରାଯାଇଛି। ପଛକୁ ପଛ ପିଟିହେଲା ଟ୍ରଲର-ଆଇଚର ଓ ପିକଅପ୍ ଭ୍ୟାନ୍ । ରାଜପଥରେ ଛିଡା ହୋଇଥିବା ଟ୍ରଲରକୁ ପଛ ପଟୁ ଏକ ଆଇଚର ପିଟି ଥିଲା। ପୁଣି ଆଇଚର ପଛପଟେ ପିଟି ହୋଇ ରାସ୍ତା ତଳକୁ ଖସିପଡିଥିଲା ପିକଅପ ଭ୍ୟାନ୍। ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୪ଜଣ ଗୁରୁତର ଆହତ ହୋଇଛନ୍ତି। ଧର୍ମଶାଳା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking