34.1 C
Bhubaneswar
Saturday, June 14, 2025
Homeଓଡିଶାମର୍ମନ୍ତୁଦ ସଡକ ଦୁର୍ଘଟଣା: ୨ ମୃତ

ମର୍ମନ୍ତୁଦ ସଡକ ଦୁର୍ଘଟଣା: ୨ ମୃତ

ମୟୁରଭଞ୍ଜ : ବାରିପଦା –ଉଦଳା ରାସ୍ତାର କେରକ ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଥିବା ନେଇ ମଙ୍ଗଳବାର ଖବର ମିଳିଛି। ବସ୍‌‌ ଧକ୍କାରେ ବେଲାମ ଅଞ୍ଚଳର ୨ ବାଇକ୍‌‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣା ପରେ ପୋଡାଅସ୍ତିଆ ଛକରେ ବସ୍‌‌କୁ ଅଟକାଇ ସ୍ଥାନୀୟ ଲୋକେ ଭଙ୍ଗାରୁଜା କରିଛନ୍ତି। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking