32.1 C
Bhubaneswar
Friday, September 20, 2024
Homeଓଡିଶାମର୍ମନ୍ତୁଦ ସଡକ ଦୁର୍ଘଟଣା: ୨ ମୃତ

ମର୍ମନ୍ତୁଦ ସଡକ ଦୁର୍ଘଟଣା: ୨ ମୃତ

ବରଗଡ଼: ଚାପିଦେଲା ଟ୍ରକ। ଟ୍ରକ ଧକ୍କାରେ ୨ ବାଇକ୍ ଆରୋହୀ ମୃତ। ବରଗଡ଼ ଅତାବିରା ଥାନା ଦେବାହାଲ ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ବାଇକ ଚାଳକଙ୍କ ଉପରେ ଓଲଟି ପଡ଼ିଲା କୋଇଲା ବୋଝେଇ ଟ୍ରକ। ଫଳରେ ଘଟଣାସ୍ଥଳରେ ୨ ଜଣଙ୍କର ମୃତ୍ୟୁ ହୋଇଥିଲା। ମୃତକମାନେ ସମ୍ବଲପୁର ସଦର ଥାନା ଅଞ୍ଚଳର । ଦୁର୍ଘଟଣାପରେ ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖାଦେଇଥିଲା। ଅତାବିରା ପୋଲିସ ଟ୍ରକକୁ ଜବତ କରି ଡ୍ରାଇଭରକୁ ଅଟକ ରଖିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking