28.1 C
Bhubaneswar
Saturday, June 28, 2025
Homeଓଡିଶାମର୍ମନ୍ତୁଦ ସଡକ ଦୁର୍ଘଟଣା: ୪ ଗୁରୁତର

ମର୍ମନ୍ତୁଦ ସଡକ ଦୁର୍ଘଟଣା: ୪ ଗୁରୁତର

କଲମପୁର: କଲମପୁର ଥୁଆମୁଳ ରାମପୁର ମୁଖ୍ୟ ରାସ୍ତାର କୁଲେଇଜୋର ବୁଲାଣି ନିକଟରେ ମଙ୍ଗଳବାର ଘଟିଛି ଏକ ବାଇକ ଦୁର୍ଘଟଣା। ଏଥିରେ ସ୍ୱାମୀ, ସ୍ତ୍ରୀଙ୍କ ସମେତ ଜଣେ ସ୍କୁଲଛାତ୍ରୀ ଗୁରୁତର ଭାବେ ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରି ଏକ ଆମ୍ବୁଲେନ୍ସ ସହାୟତାରେ କଲମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତି କରାଯାଇ ପ୍ରାଥମିକ ଚିକିତ୍ସା କରାଯାଇଛି। କିନ୍ତୁ ସମସ୍ତଙ୍କ ଅବସ୍ଥା ଗୁରୁତର ଥିବାରୁ ଅଧିକ ଚିକିତ୍ସା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking