22.1 C
Bhubaneswar
Wednesday, December 17, 2025
Homeଓଡିଶାପୁଅର ଟାଙ୍ଗିଆ ଚୋଟରେ ବାପାର ମୃତ୍ୟୁ

ପୁଅର ଟାଙ୍ଗିଆ ଚୋଟରେ ବାପାର ମୃତ୍ୟୁ

ରାଉରକେଲା : ପୁଅର ଟାଙ୍ଗିଆ ଚୋଟରେ ବାପାର ମୃତ୍ୟୁ। ଏଭଳି ଏକ ଅଭାବନୀୟ ଘଟଣା ଟାଙ୍ଗରପାଲି ଥାନା ଗୋପବନ୍ଧୁ ନଗରରେ ଘଟିଛି। ପାରିବାରିକ କଳହରୁ ବାପାକୁ ପୁଅ ହତ୍ୟା କରିଥିବା ସୂଚନା ମିଳିଛି । ଅଭିଯୁକ୍ତ ପୁଅକୁ ଅଟକ ରଖି ପୁଲିସ ଘଟଣାର ତଦନ୍ତ ଜାରି ରଖିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking