ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ୧୫ ବଖରା

ଭଦ୍ରକ : ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ। ଜଳିଗଲା ୫ଟି ପରିବାରର ୧୫ ବଖରା ଘର । ଜଳିଗଲେ ଦୁଇ ଗୋରୁ । ସୂଚନାଯୋଗ୍ୟ ଯେ ଭଣ୍ଡାରିପୋଖରୀ ବ୍ଲକ ରହଣିଆ ପଞ୍ଚାୟତର ଆକୁଲି ଗ୍ରାମରେ ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡ ର କାରଣ ଅସ୍ପଷ୍ଟ ରହିଛି । ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଛି । ବିଳମ୍ବିତ ରାତିରେ କୌଣସି କାରଣରୁ ଏହି ଗ୍ରାମର ରାଜ କିଶୋର ସ୍ୱାଇଁ ଙ୍କ ଘରେ ନିଆଁ … Continue reading ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ୧୫ ବଖରା