27.3 C
Bhubaneswar
Thursday, June 11, 2026
Homeଓଡିଶାନବୀନଙ୍କ ପାଖରୁ ଫାଇଲ ଫେରିନି: ରାଜସ୍ୱ ମନ୍ତ୍ରୀ

ନବୀନଙ୍କ ପାଖରୁ ଫାଇଲ ଫେରିନି: ରାଜସ୍ୱ ମନ୍ତ୍ରୀ

ଭୁବନେଶ୍ୱର: ସିଏମଓରୁ ଫାଇଲ ଗାଏବ,ଗୁରୁତର ଅଭିଯୋଗ ଆଣିଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ନାଇଡୁ କମିଶନଙ୍କ ରିପୋର୍ଟ ଅନୁସାରେ, ସମ ହସ୍ପିଟାଲ ଅଗ୍ନିକାଣ୍ଡ ରିପୋର୍ଟର ତଥ୍ୟ ରଖିଲେ । ଉଭୟ ରିପୋର୍ଟ ଗୃହ ବିଭାଗରୁ ତତ୍କାଳୀନ ମୁଖ୍ୟମନ୍ତ୍ରୀଙ୍କ ଦପ୍ତରକୁ ଯାଇଛି । ତତ୍କାଳୀନ ମୁଖ୍ୟ ସଚିବଙ୍କ ଜରିଆରେ ଯିବାର ପ୍ରମାଣ ରହିଛି । ମାତ୍ର ତତ୍କାଳୀନ ମୁଖ୍ୟମନ୍ତ୍ରୀଙ୍କ ଦପ୍ତରକୁ ଆଉ ଫେରି ନାହିଁ । ଯଦି ତତ୍କାଳୀନଙ୍କ ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କ ଦପ୍ତରରୁ ଫେରିଥାନ୍ତା ପ୍ରମାଣ ରହିଥାନ୍ତା ।ରାଜ୍ୟ ସରକାରଙ୍କ ହୃଦବୋଧ ହେଲା ଫେରିବା ସମ୍ଭାବନା କମ । ଏହା ଭୁଲ ବଶତଃ ନୁହେଁ, ଉଦ୍ଦେଶ୍ୟମୂଳକ ଭାବେ ଏପଟସେପଟ ହୋଇଛି । ତେଣୁ ଗୃହ ବିଭାଗର ଜଣେ ଅଧିକାରୀ କ୍ୟାପିଟାଲ ଥାନାରେ ଏତଲା କରିଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking