13.1 C
Bhubaneswar
Sunday, December 7, 2025
Homeଦେଶ ବିଦେଶଅକଳରେ ପିନାକୀ ମିଶ୍ର!

ଅକଳରେ ପିନାକୀ ମିଶ୍ର!

ନୂଆଦିଲ୍ଲୀ: ପୂର୍ବତନ ବିଜେଡି ସାଂସଦ ପିନାକୀ ମିଶ୍ରଙ୍କ ନାଁରେ ସାଂଘାତିକ ଅଭିଯୋଗ ହୋଇଛି । ର୍ଥିକ ହେରଫେର, ମନି ଲଣ୍ଡରିଂ ଭଳି ସଙ୍ଗୀନ ଅଭିଯୋଗ ହୋଇଛି । ସଂସଦରେ ଦେଶ ସୁରକ୍ଷାର ଗୁପ୍ତ ତଥ୍ୟ ନେଇ ପ୍ରଶ୍ନ ପଚାରିବା ଅଭିଯୋଗ ହୋଇଛି । ସନ୍ଦେହଜନକ ସମ୍ପତ୍ତି କାରବାର, ଟ୍ରଷ୍ଟ ନାଁରେ ବିଦେଶରୁ ଟଙ୍କା ଆଣିବା ଅଭିଯୋଗ ହୋଇଛି । ନ୍ୟୁକ୍ଲିୟର ବୁଡା ଜାହାଜ, ମିଶାଇଲ ସିଷ୍ଟମ୍ ସମ୍ପର୍କିତ ତଥ୍ୟ ପଚାରିବା ଅଭିଯୋଗ ହୋଇଛି । ଗୃହ ମନ୍ତ୍ରାଳୟ ଓ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରେ ଦୁଇଟି ଅଭିଯୋଗ ଦାୟର କରାଯାଇଛି । ଅଭିଯୋଗ ସମ୍ପୃକ୍ତ କର୍ତ୍ତୃପକ୍ଷଙ୍କ ଦ୍ୱାରା ଗ୍ରହଣ କରାଯାଇଥିବା ସୂଚନା ମିଳିଛି । ଅଭିଯୋଗ ଗ୍ରହଣ ପରେ ତଦନ୍ତ ଆରମ୍ଭ ହୋଇଥିବା ନେଇ ମିଳିଛି ସୂଚନା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking